February 5, 2025

Month: December 2024

ପାଟନା: ବିହାରର ଜଣେ ଚର୍ଚ୍ଚିତ ଶିକ୍ଷାବିତ୍‌ ତଥା ତାଙ୍କର ଭିନ୍ନ ଶିକ୍ଷଣ େ ଶଳୀ ପାଇଁ ଜଣାଶୁଣା ଖାନ ସାରଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି। ସେ...

1 min read

ମାଲକାନଗିରି: ମାଲକାନଗିରି ଜିଲା ଏମ୍‌ଭି-୭ ଗାଁ ନିକଟରେ ଶନିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ବସ୍‌-ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ଭୁବନେଶ୍ୱର: ଆସନ୍ତାକାଲିଠୁ ଚାଷୀଙ୍କ ଖାତାକୁ ଯିବ ୮ ଶହ ଟଙ୍କାର ଇନପୁଟ ସହାୟତା। କେନ୍ଦ୍ର ପ୍ରଦତ୍ତ ୨୩୦୦ ସହ ରାଜ୍ୟ ସରକାର ୮୦୦ ଟଙ୍କା ଦେବେ। ରବିବାର...

1 min read

ନୂଆଦିଲ୍ଲୀ: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ଦେଶର ସେନା କ୍ଷମତାଚ୍ୟୁତ କରିବା ପରେ ଭାରତ ସହିତ ବାଂଲାଦେଶର ସମ୍ପର୍କ ଖରାପ ହୋଇଛି। ବାଂଲାଦେଶରେ ଅଳ୍ପସଂଖ୍ୟକ ହିନ୍ଦୁଙ୍କ ଉପରେ...

ପିପିଲି: ନିମାପଡ଼ା ରଟିଲୋ ଛକରେ ହାଇୱା ଧକ୍କାରେ ସ୍ତ୍ରୀ ମୃତ ଓ ସ୍ୱାମୀ ଗୁରୁତର ହୋଇଥିବାର ଖବର ମିଳିଛି। ମୃତା ହେଲେ ସଂଯୁକ୍ତା ଲେଙ୍କା(୫୮)। ସେ ସିଡିପିଓ...

ଭୁବନେଶ୍ଵର: ଭୁବନେଶ୍ଵରର କଳିଙ୍ଗ ଷ୍ଟାଡିୟମରେ ଶନିବାରଠାରୁ ଆରମ୍ଭ ହେଉଛି ୩୯ତମ ଜାତୀୟ ଜୁନିୟର ଆଥଲେଟିକ୍ସ ଚାମ୍ପିୟନସିପ୍। ଏହି ପ୍ରତିଯୋଗିତାରେ ଭାରତର ବିଭିନ୍ନ ରାଜ୍ୟର ୨୦୦୦ରୁ ଅଧିକ କ୍ରୀଡ଼ାବିତ୍‌...

ଭୁବନେଶ୍ୱର : ଚାଲିପାରୁନି ଗୃହ । ପୁଣି ଅପରାହ୍ଣ ୪ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ । ପୋଲାଭରମ୍‌ ପ୍ରସଙ୍ଗରେ ବିରୋଧୀଙ୍କ...

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ। ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଏସିଏଫ ରେବତୀ ରମଣ ଯୋଶୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରାଯାଇଛି।...

ମୁମ୍ବାଇ: ଅଲ୍ଲୁ ଅର୍ଜୁନଙ୍କ ଚଳଚ୍ଚିତ୍ର ‘ପୁଷ୍ପା ୨: ଦି ରୁଲ୍‌’ ଡିସେମ୍ବର ୫ରେ ପରଦାକୁ ଆସିଛି। ସୁକୁମାର ନିର୍ଦେଶିତ ଏହି ଚଳଚ୍ଚିତ୍ରରେ ରଶ୍ମିକା ମନ୍ଦାନା ଓ ଫହାଦ...

ଭୁବନେଶ୍ଵର: କୃଷି ଉତ୍ପାଦନରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟ (ଓୟୁଏଟି)ର ଯଥେଷ୍ଟ ଅବଦାନ ରହିଛି। ଆମ ସଂସ୍କୃତି, ପରମ୍ପରା ଏବଂ ଜୀବନ ଜୀବିକାର ଆଧାର ହେଉଛି...