October 18, 2024

ଉଦ୍ଧାର ହେଲେ ୯ ଦାଦନ ଶ୍ରମିକ

1 min read

ବଲାଙ୍ଗୀର: ଉଦ୍ଧାର ହେଲେ ୯ ଦାଦନ ଶ୍ରମିକ । ହାଇଦ୍ରାବାଦକୁ ଚାଲାଣ ବେଳେ ଶ୍ରମିକଙ୍କୁ ଉଦ୍ଧାର କରିଛି ବଲାଙ୍ଗୀର ଜିଲ୍ଲା ତୁରେକେଲା ପୋଲିସ । ଏକ ବୋଲେରୋ ଗାଡ଼ିକୁ ଜବଦ କରିବା ସହ ଦାଦନ ସର୍ଦାରକୁ ଅଟକ ରଖି ଅଧିକ ପଚରାଉଚୁରା କରୁଛି ପୋଲିସ ।

Leave a Reply

Your email address will not be published. Required fields are marked *