October 18, 2024

ପୁରୀରେ ଘଟିଥିବା ଭୟଙ୍କର ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ବଢ଼ିଚାଲିଛି: ମୃତ୍ୟୁସଂଖ୍ୟା ୧୧କୁ ବୃଦ୍ଧି

1 min read

ପୁରୀ: ପୁରୀରେ ଘଟିଥିବା ଭୟଙ୍କର ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ବଢ଼ିଚାଲିଛି। ରବିବାର ଆଉ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ବର୍ତ୍ତମାନ ୧୯ ଜଣ ବିଭିନ୍ନ ହସ୍ପିଟଲରେ ଚିକିତ୍ସିତ ହେଉଛନ୍ତି। ଏନେଇ ପ୍ରେସ୍‌ ରିଲିଜ ଜରିଆରେ ଏସ୍‌ଆର୍‌ସି ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *