October 18, 2024

୩୦ ତାରିଖ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

1 min read

ଭୁବନେଶ୍ୱର: ଆସନ୍ତା ସୋମବାର ଅର୍ଥାତ୍‌ ସେପ୍ଟେମ୍ବର ୩୦ ତାରିଖ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଥିବାରୁ ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଏହିଦିନ ଜନଶୁଣାଣି ବନ୍ଦ ରହିବ । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *