March 12, 2025

ଭୁବନେଶ୍ୱରରେ ପହଞ୍ଚିଲା ଉତ୍ତମଙ୍କ ପାର୍ଥିବ ଶରୀର

1 min read

ଭୁବନେଶ୍ୱର: ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲା ଉତ୍ତମ ମହାନ୍ତିଙ୍କ ପାର୍ଥିବ ଶରୀର। ଏହାପରେ ତାଙ୍କୁ ଜଗନ୍ନାଥ ବିହାର ବାସଭବନକୁ ନିଆଯିବ। ସେଠାରେ ତାଙ୍କୁ ଶେଷ ଦର୍ଶନ କରିବେ। ରାଷ୍ଟ୍ରୀୟ ମର୍ଯ୍ୟାଦା ଦିଆଯାଇ ଭୁବନେଶ୍ବର ସତ୍ୟନଗର ଶ୍ମଶାନରେ ଉତ୍ତମଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ।