September 16, 2024

ଶୁକ୍ରବାର ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ

1 min read

ପୁରୀ : ଶ୍ରୀମନ୍ଦିରରେ ଶୁକ୍ରବାର ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବା ଦେବସ୍ନାନ ମଣ୍ଡପକୁ ପହଣ୍ଡି ବିଜେ ପାଇଁ ଶ୍ରୀବିଗ୍ରହମାନଙ୍କ ସେନାପଟା ଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ବଡ଼ସିଂହାର ଭୋଗ ଶେଷ ହେବା ପରେ ଆପାତତଃ ଗୁରୁବାର ରାତ୍ର ଘ.୧୨.୦୦ ଟିକା ଠାରୁ ଶୁକ୍ରବାର ତା୨୧.୬.୨୦୨୪ରିଖ ସକାଳ ଘ.୧୧.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ

Leave a Reply

Your email address will not be published. Required fields are marked *