September 8, 2024

ଅନୁଭବ-ବର୍ଷା ପାରିବାରିକ ବିବାଦ ମାମଲା

1 min read

ଭୁବନେଶ୍ୱର : ଅନୁଭବ-ବର୍ଷା ପାରିବାରିକ ବିବାଦ ମାମଲା ଥମିବାର ନାଁ ନେଉ ନଥିବା ବେଳେ ମଙ୍ଗଳବାର ଅନୁଭବଙ୍କୁ ଜେରା କରାଯାଇଛି। ଅଗଷ୍ଟ ୧୬ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ପୁରୀଘାଟ ଥାନାରେ ଅଭିଯୋଗ ହୋଇଥିଲା । ନିକଟରେ ଅନୁଭବ-ବର୍ଷା ଛାଡପତ୍ର ପାଇଁ କୋର୍ଟ ଅନୁମତି ଦେଇଥିଲେ ।

Leave a Reply

Your email address will not be published. Required fields are marked *