December 22, 2024

ଆସନ୍ତା ତିନି ଦିନ ପ୍ରବଳ ବର୍ଷା

1 min read

ଭୁବନେଶ୍ୱର : କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗକୁ ଏହି ଲଘୁଚାପ କ୍ଷେତ୍ରଟି ଦକ୍ଷିଣ-ପଶ୍ଚିମ ଦିଗକୁ ବିସ୍ତାର କରି ଅଧିକ ଘନୀଭୂତ ହୋଇ ଆସନ୍ତା ଦୁଇ ଦିନ ମଧ୍ୟରେ ଉତ୍ତର-ପଶ୍ଚିମ ଦିଗକୁ ଓଡ଼ିଶା ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ଅଛି। ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *