October 18, 2024

ଗଣଦୁଷ୍କର୍ମ ଅଭିଯୋଗ, ୩ ଅଟକ

1 min read

ରାଉରକେଲା: ରାଉରକେଲା ପ୍ଲାଣ୍ଟ ସାଇଟ୍‌ ଥାନା ଅଞ୍ଚଳରେ ଦୁଇ ଜଣ ନାବାଳିକାଙ୍କୁ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ୩ ଜଣଙ୍କୁ ଅଟକ ରଖାଯାଇଛି। ଘଟଣାରେ ସମ୍ପୃକ୍ତ ଅନ୍ୟ ୩ ଜଣ ଫେରାର ଅଛନ୍ତି। ଶନିବାର ରାତିରେ ନାବାଳିକାମାନେ ଚପଲ କିଣିବାକୁ ବଜାରକୁ ଯାଇଥିବାବେଳେ ସେମାନଙ୍କୁ ଜୋରଜବରଦସ୍ତ ଉଠାଇନେଇ ଗଣଦୁଷ୍କର୍ମ କରାଯାଇଥିବା ସୂଚନା ମିଳିଛି। ପୁଲିସ ଘଟଣାର ତଦନ୍ତ ଚଳାଇଛି।

Leave a Reply

Your email address will not be published. Required fields are marked *