September 18, 2024

ଗାଁ ଦାଣ୍ଡରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

1 min read

ନୟାଗଡ଼ : ସଂଘବଦ୍ଧ ଆକ୍ରମଣରେ ଯୁବକ ଗୁରୁତର । ନୟାଗଡ଼ ଫତେଗଡ ଥାନା ଭଗବାନ ପୁର ଗାଁରେ ନୃଶଂସ କାଣ୍ଡ । ପୁର୍ବଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ଗାଁ ଦାଣ୍ଡରେ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୁତ୍ତ । ଆହତ ଯୁବକଙ୍କ ନାଁ ଅଖିଳ ସାହୁ । ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ୱରର ଏକ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ଫତେଗଡ ଥାନା ପୋଲିସ ପହଂଚି ଘଟଣାର ତଦନ୍ତ କରୁଛି ।

Leave a Reply

Your email address will not be published. Required fields are marked *